ଦିଲ୍ଲୀର ବିକାଶପୁରୀଠାରେ ଗଣେଶ ମହୋତ୍ସବ ସମାପନ
ନୂଆଦିଲ୍ଲୀ :୦୬/୦୯.ରିଖ ; ଏଠାକାର ପଶ୍ଚିମ ଦିଲ୍ଲୀସ୍ଥିତ ବିକାଶ ପୁରୀ ଠାରେ ୨୫ତମ ବାର୍ଷିକ ଗଣେଶ ମହୋତ୍ସବ ମହା ସମାରୋହରେ ସମାପନ ହୋଇଯାଇଥିବା ଜଣାଯାଇଛି। ଗଜାନନଙ୍କ ପୂଜା ଉପଲକ୍ଷେ ଆରାଧନା ମଣ୍ଡପ ଓ ସାଂସ୍କୃତିକ ମଞ୍ଚକୁ ଖୁବ ସୁନ୍ଦର ଏବଂ ଆକର୍ଷକ…