ବୌଦ୍ଧ ସର୍କିଟ ହାଉସ ଠାରେ ବିଧାୟକଙ୍କ ସାମ୍ବାଦିକ ସମ୍ମିଳନୀ
ହରଭଙ୍ଗା ୯/୮ (ଚିତ୍ତ ରଞ୍ଜନ ସିଂ )ବୌଦ୍ଧ ସର୍କିଟ ହାଉସ ଠାରେ ଆୟୋଜିତ ସାମ୍ବାଦିକ ସମ୍ବିଳନୀରେ ମୁଖ୍ୟଅତିଥି ଭାବରେ ସରକାରୀ ମୁଖ୍ୟ ସଚେତକ ତଥା ବୌଦ୍ଧ ବିଧାୟକ ଶ୍ରୀଯୁକ୍ତ ସରୋଜ କୁମାର ପ୍ରଧାନ ତାଙ୍କ ଅଭିଭାଷଣରେ ସରକାରଙ୍କ ଏହି ବଜେଟ ଗରିବ…