ବେଲଗୁଣ୍ଠା ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୋଗ ଦିବସ ପାଳିତ
ବେଲଗୁଣ୍ଠା-୨୧/୬ ଆଜି ବିଶ୍ଵ ଯୋଗ ଦିବସ ଅବସରରେ ସ୍ଥାନୀୟ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟକ୍ଷା ଡକ୍ଟର ସଂଯୁକ୍ତା ପଣ୍ଡାଙ୍କ ତତ୍ତ୍ଵାବଧାନରେ ଯୋଗ ଅନୁଷ୍ଠିତ ହୋଇ ଯାଇଅଛି। ଏଥିରେ ମୁଖ୍ୟ ଅତିଥି ଭାବେ ଓକିଲ ବିପିନ ବିହାରୀ ସାହୁ ଯୋଗ ଦେଈ…