ଗନ୍ଧର।ଡ଼ି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ସ୍ବଚ୍ଛତା କାର୍ଯ୍ୟକ୍ରମ
ବୌଦ୍ଧ: ୯/୧୨/ ୨୩(ଚିତ୍ତ ରଞ୍ଜନ ସିଂ)ବୌଦ୍ଧ ବ୍ଲକ୍ ଜନ୍ହାପଙ୍କ ଠାରେ ଥିବା ଗନ୍ଧରାଡ଼ି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶୁକ୍ରବାର ଲକ୍ଷ୍ମୀ ପ୍ରସାଦ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ନାର।ୟଣ ନଗର ଓ ତେଲିବନ୍ଧ ଗ୍ରାମ ପଞ୍ଚାୟତର ଚନ୍ଦ୍ରପୁର ଗ୍ରାମରେ ପରିମଳ ଓ…