ଧର୍ମଗଡ ଠାରେ କଳାହାଣ୍ଡି ଉତ୍ସଵ ଘୁମୁରା ୨୦୨୪ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ଧର୍ମଗଡ଼: ୯/୧୨(ହେମନ୍ତ କୁମାର ମାଝୀ)ଧର୍ମଗଡ ଠାରେ କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୪ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।ଏହି ବୈଠକରେ ଉତ୍ସବ ପରିଚାଳନା କମିଟିର ଅଧ୍ୟକ୍ଷ ତଥା ଧର୍ମଗଡ ଉପ ଜିଲ୍ଲାପାଳ ବିରଞ୍ଚି ନାରାୟଣ ଦର ୱା ନ ଅଧ୍ୟକ୍ଷ…