ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ବୌଦ୍ଧ ଜିଲ୍ଲା ତୀରନ୍ଦାଜୀଙ୍କ ସଫଳତା
ବୌଦ୍ଧ -( ଚିତ୍ତରଞ୍ଜନ ସିଂହ ) ବୌଦ୍ଧ ଜିଲ୍ଲା ତୀରନ୍ଦାଜ ସଙ୍ଘ ଅଧୀନରେ ୧୭ ଜଣ ତୀରନ୍ଦାଜୀ; ସମ୍ବଲପୁର ଜିଲ୍ଲାର ଯୁଜୁମୁରା ଉଚ୍ଚ ବିଦ୍ୟାଳୟ ନିକଟ ହକି ପଡିଆରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ତୀରନ୍ଦାଜ କ୍ରୀଡା ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ ।…
