ନବ ନିର୍ବାଚିତ କଳାହାଣ୍ଡି ଜିଲ୍ଲା ବିଜେଡି ସଭାପତି ଙ୍କୁ ସମ୍ବର୍ଦ୍ଧନା
କଳାହାଣ୍ଡି: ନବ ନିଯୁକ୍ତ ଜିଲ୍ଲା ବିଜେଡି ସଭାପତି ତଥା ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀଙ୍କୁ ଆଜି କଳାହାଣ୍ଡି ଜିଲ୍ଲା ବିଜେଡି ପକ୍ଷରୁ ସ୍ଥାନୀୟ ଟାଉନ ହଲ ଠାରେ ସମ୍ବର୍ଦ୍ଧନା ଦିଆଯାଇଛି। କଳାହାଣ୍ଡି ଜିଲ୍ଲା ବିଜେଡି ସଭାପତିଙ୍କୁ ସ୍ବାଗତ ଓ ସମ୍ବର୍ଦ୍ଧନା…