ସ୍ୱାମୀ ବିବେକାନନ୍ଦ ପବ୍ଲିକ ସ୍କୁଲ ରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ
କଳାହାଣ୍ଡି:(ନରେନ୍ଦ୍ର ନେଗୀ)ସ୍ଥାନୀୟ ସ୍ୱାମୀ ବିବେକାନନ୍ଦ ପବ୍ଲିକ ସ୍କୁଲ ଠାରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ ହୋଇଯାଇଛି | ୧୯୪୯ ମସିହା ସେପ୍ଟେମ୍ବର ୧୪ ତାରିଖ ଦିନ ହିନ୍ଦୀ ଭାଷା କୁ ରାଷ୍ଟ୍ରୀୟ ଭାଷାର ମାନ୍ୟତା ମିଳିଥିଲା ଓ ହିନ୍ଦୀ ଭାଷା ଭାରତ…