ଦ୍ରୁତ ଗତିରେ ପଲାସା ପାସେଞ୍ଜରକୁ ପିଟିଥିଲା ରାୟଗଡ଼ା ପାସେଞ୍ଜର,ଲୋକୋ ପାଇଲଟ୍ ଓ ଗାର୍ଡଙ୍କ ସମେତ ୧୩ ମୃତ, ୫୦ ଆହତ
ଆନ୍ଧ୍ର ପ୍ରଦେଶ ବିଜୟନଗରମ୍ରେ ବଡ଼ ଧରଣର ରେଳ ଦୁର୍ଘଟଣା ଘଟିଛି । ଦୁଇଟି ପାସେଞ୍ଜର ଟ୍ରେନ୍ ମଧ୍ୟରେ ଧକ୍କା ହୋଇଛି । ଆଲମଣ୍ଡା ଷ୍ଟେସନ ନିକଟରେ ବିଶାଖାପାଟଣା-ପଲାସା ପାସେଞ୍ଜର ଟ୍ରେନ୍କୁ ବିଶାଖାପାଟଣା- ରାୟଗଡା ପାସେଞ୍ଜର ଟ୍ରେନ୍ ଧକ୍କା ଦେଇଛି । ଏଥିରେ…