ପରିତ୍ୟକ୍ତ ନଳକୂଅରୁ ନବଜାତ ଉଦ୍ଧାର,ଉଦ୍ଧାରକାରୀ ଟିମ୍‌କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର/ଭୁବନେଶ୍ବର  :ସମ୍ବଲପୁର ଜିଲା ରେଙ୍ଗାଲି ଥାନା ଅଧୀନ ଲାରିପାଲିସ୍ଥିତ ଶ୍ରୀରାମ ବୁଢା ଜଙ୍ଗଲରେ ମଙ୍ଗଳବାର ରାତିରେ ନବଜାତ ଶିଶୁକନ୍ୟାକୁ ପରିତ୍ୟକ୍ତ ନଳକୂପ ଭିତରୁ ସୁରକ୍ଷିତ ଭାବେ ନବଜାତକ ଉଦ୍ଧାର ହୋଇଛି ଏବଂ ଉଦ୍ଧାର କାର୍ଯ୍ୟ ସଫଳ ହୋଇଛି। ଉଦ୍ଧାରକାରୀ ଦଳ ଜୀବିତ…

ଦୀର୍ଘ ମାସ ଅନ୍ଧକାର ପରେ ମୈତ୍ରୀ କମ୍ପାନୀର ସହଯୋଗରେ ଆଲୋକିତ ହେଲା ବିର ଵାଫଳା ଗ୍ରାମ

କାଶୀପୁର: ( ଅଞ୍ଜନ କୁମାର ନାଏକ)ରାୟଗଡା ଜିଲ୍ଲା କାଶୀପୁର ବ୍ଲକ ସୁଙ୍ଗେର ପଞ୍ଚାୟତ ଅନ୍ତର୍ଗତ ବିରଵାଫଲା ଗ୍ରାମରେ ୬ ମାସ ରୁ ଉର୍ଦ୍ଧ୍ବ ହେବ ୩୩ ପରିବାର ବିଦ୍ୟୁତ ବିଛିନ୍ନ ହେଇଯିବା ଫଳରେ ବିପଦ ପୁର୍ଣଜୀବନ କାଟୁଥିଲେ । ଖବର ପାଇ…

ଜାମୁମାଳ ଠାରେ ବିଜେଡ଼ି ନେତା ପରିବର୍ତ୍ତନ ପାଇଁ ପ୍ରସ୍ତୁତି ବୈଠକ

ବୌଦ୍ଧ 🙁 ଚିତ୍ତରଞ୍ଜନ ସିଂହ )ବୌଦ୍ଧ ଜିଲ୍ଲା କଣ୍ଟାମାଳ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଶିମିଳିପଦର ପଞ୍ଚାୟତର ଜାମୁମାଳଠାରେ ବୌଦ୍ଧ ବ୍ଳକ ଅଧ୍ୟକ୍ଷ ତଥା ବରିଷ୍ଠ ବିଜେଡି ନେତା ପ୍ରିୟ ଦର୍ଶୀ ପ୍ରତ୍ୟୁଷ ରଥଙ୍କ ଅଧକ୍ଷତାରେ ନିର୍ବାଚନମଣ୍ଡଳୀର ନେତା ପରିବର୍ତ୍ତନ ପାଇଁ ଏକ ପ୍ରସ୍ତୁତି…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବାଦ୍ ପଡ଼ିଥିବା ହିତାଧିକାରୀଙ୍କ ବ୍ଲକ ସମ୍ମୁଖରେ ଗଣ ଧାରଣା

ବୌଦ୍ଧ:( ଚିତ୍ତରଞ୍ଜନ ସିଂହ )ରାଜ୍ୟ ସରକାର ଓ କେନ୍ଦ୍ର ସରକାର ଗ୍ରାମାଞ୍ଚଳର ଗରୀବ ପରିବାରଙ୍କ କିପରି ମୁଣ୍ଡ ଉପରେ ପକ୍କା ଘର ହୋଇ ପାରିବ ସେ ଯୋଜନା ନେଇ ବିଜୁ ପକ୍କା ଘର ଓ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ଦେବାର…

୨୦ ତମ ତିଲେଶ୍ୱର କପ ପାଇଁ ପ୍ରସ୍ତୁତି ବୈଠକ

ବୌଦ୍ଧ: (ଚିତ୍ତରଞ୍ଜନ ସିଂହ)ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ତିଲେଶ୍ୱର ବଜାର ଆସୋସିଏସନ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଇଁ ପ୍ରସ୍ତୁତି ବୈଠକ ସ୍ଥାନୀୟ ବଣିକ ସଂଘ ସଦଭାବନା ଗୃହରେ ଅନୁଷ୍ଠିତ ହୋଇଯାଇଛି । ଚଳିତ ବର୍ଷ ତିଲେଶ୍ବର କପ ୨୦ ବର୍ଷରେ…