ନବରଙ୍ଗପୁର ମହିଳା ସ୍ନାତକ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ସପ୍ତାହ ୨୦୨୪ ପାଳିତ
ନବରଙ୍ଗପୁର : (ବେଣୁ ଗୋପାଳ ରାଓ)ଜାତୀୟ ସେବା ଯୋଜନା ଓ ଯୁବ ରେଡ଼କ୍ରସର ମିଳିତ ଆନୁକୂଲ୍ୟରେ ନବରଙ୍ଗପୁର ମହିଳା ସ୍ନାତକ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ସପ୍ତାହ ପାଳିତ ହୋଇଯାଇଛି l ଏହି ଅବସରରେ ସଡ଼କ ସୁରକ୍ଷା ସଚେତନତାର ଏକ ରାଲିର ଆୟୋଜନ…