ଜନଯାତି ସାସୃତିକ ଉତ୍ସବ ଆୟୋଜିତ

ମୁନିଗୁଡା : (ରମାକାନ୍ତ ପୋଡାଳ )ସ୍ବତନ୍ତ୍ର ଉନ୍ନୟନ ପରିଷଦ ତରଫରୁ ଜନଜାତିଙ୍କ ସାଂସ୍କୃତିକ ଓ ସାମାଜିକ ସ୍ଥରରେ ସୁଦୃଢ କରିବାକୁ ମୁନିଗୁଡ଼ା ଠାରେ ସ୍ବତନ୍ତ୍ର ଉନ୍ନୟନ ପରିଷଦ ତରଫରୁ ସାସୃତିକ କାର୍ଯକ୍ରମ ଆୟୋଜିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସ୍ବତନ୍ତ୍ର ଉନ୍ନୟନ…

ଶନିବାର ଵହୁ ପ୍ରତିକ୍ଷୀତ ଖଡ଼ଙ୍ଗ ଓ ଖଇରମାଲ ବ୍ୟାରେଜ ଭିତ୍ତିପ୍ରସ୍ତର ସ୍ଥାପନ ହେବ

ହରଭଙ୍ଗା :(ଚିତ୍ତରଞ୍ଜନସିଂ) ବୌଦ୍ଧ ଜିଲ୍ଲା କଣ୍ଟାମାଳ ବିଧାୟକ ତଥା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ମହୀଧର ରଣାଙ୍କ ପ୍ରସ୍ତାବକୁ ଦୃଷ୍ଟିରେ ରଖି ଓଡିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ଖଇରମାଲ ଆଇ.ଏସ.ଏସ. ଫେଜ -୨ ଓ…

ମଣ୍ଡଳ ଉଚ୍ଚ ଵିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ଭବାନୀପାଟଣା : (ନରେନ୍ଦ୍ର ନେଗୀ)କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ମଣ୍ଡଳ ବିଶ୍ୱନାଥ ସରକାରୀ ଉଚ୍ଚ ଵିଦ୍ୟାଳୟର ବାର୍ଷିକ ଉତ୍ସବ ସମାରୋହରେ ଅନୁଷ୍ଠିତ ହୋଇଯାଇଛି l ଗୋଷ୍ଠୀ ଶିକ୍ଷା ଅଧିକାରୀ ମଧୁସ୍ମିତା ନାଏକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ଉତ୍ସବକୁ ଉଦ୍ଘାଟନ…

ବୌଦ୍ଧ ସୀମାନ୍ତ ରାଣୀପଥର ଗ୍ରାମରୁ ବାଘ ଛାଲ ଜବଦ,ଜଣକୁ ଗିରଫ କଲା STF

ହରଭଙ୍ଗା: ( ଚିତ୍ତରଞ୍ଜନ ସିଂହ )ବୌଦ୍ଧ ଜିଲ୍ଲା ସୀମାନ୍ତ ରାଣୀ ପଥର ଗ୍ରାମରୁ ବାଘ ଛାଲ ଡିଲ ବେଳେ ମାଡ଼ିବସିଲା STF l ଛାଲ ଜବଦ ସହିତ ବିକ୍ରି କରୁଥିବା ଅଭିଯୁକ୍ତ କୁ ମଧ୍ୟ ଗିରଫ କରିଛି STF ଟିମ l…

ସାମୁହିକ ଛୁଟିରେ ପ୍ରାଣୀ ଚିକିତ୍ସକ, ଚିନ୍ତାରେ ଚାଷୀ

ଭବାନୀପାଟଣା: (ନରେନ୍ଦ୍ର ନେଗୀ)ଚାରି ଦଫା ଦାବି ନେଇ କଳାହାଣ୍ଡି ଜିଲ୍ଲାରେ କାର୍ଯ୍ୟରତ ସମସ୍ତ ପ୍ରାଣୀ ଚିକିତ୍ସକ ସାମୁହିକ ଛୁଟି ନେଇ ଭବାନୀପାଟଣା ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ବସିଛନ୍ତି l ଫଳରେ ପ୍ରାଣୀ ଚିକିତ୍ସା ସେବା ବ୍ୟାହତ…

ଅଯୋଧ୍ୟାରେ ରାମଲାଲା ପ୍ରାଣ ପ୍ରତିଷ୍ଠା ଦିନ ମଦ ମାଂସ ବିକ୍ରି ବନ୍ଦ କରିବା ପାଇଁ ଦାବିପତ୍ର ପ୍ରଦାନ କଲା ଆଦିବାସୀ କଲ୍ୟାଣ ସଂଘ

ପାଟଣାଗଡ଼ :(ନରେନ୍ଦ୍ର ନେଗୀ)ଶହ ଶହ ବର୍ଷର ପ୍ରତୀକ୍ଷା ପରେ ସମଗ୍ର ହିନ୍ଦୁ ସମାଜ ପାଇଁ ଭାରତବାସୀ ଆଜି ଉତ୍ସବମୁଖରିତ । ପ୍ରଭୁ ରାମଲାଲା ଅଯୋଧ୍ୟା ଆସିବେ , ଭବ୍ୟ ଶ୍ରୀରାମ ମନ୍ଦିର ସହ ରମାଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେବ ଏ ନେଇ…

ସେମଲା ଗାଁ ର ବାପା ମା ଛେଉଣ୍ଡ ଦୁଇ ଭଉଣୀ ପାଖକୁ ପହଁଚିଲା ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ

ଧର୍ମଗଡ଼; (ହେମନ୍ତ କୁମାର ମାଝୀ)କଳାହାଣ୍ଡି ଜିଲ୍ଲା ଧର୍ମଗଡ ବ୍ଲକ ଅନ୍ତର୍ଗତ ପର୍ଲା ପଞ୍ଚାୟତ ସେମଲା ଗ୍ରାମର ବାପା ମା ଛେଉଣ୍ଡ ଦୁଇ ଅନାଥ ଝିଅ ପାଖକୁ ପହଁଚିଲା ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ। ଅସହାୟ ଫୁଲମତି ସାହୁ ( ୧୫) ଏବଂ…

ଟିଟିଲାଗଡରେ ସ୍ମାର୍ଟ ମିଟର ନ ଲଗାଇବା ପାଇଁ ଟିପିଡବଲୁଓଡିଏଲ ଅଧିକାରୀଙ୍କ ସହ ବଣିକ ସଂଘ ସଦସ୍ୟଙ୍କ ଆଲୋଚନା

ଟିଟିଲାଗଡ : ( ସଞ୍ଜୟ କୁମାର ନାୟକ)ବିଦ୍ୟୁତ ବିଭାଗ ( TPWODL) ତରଫରୁ ଟିଟିଲାଗଡ ସହରରେ ଲାଗିଥିବା ପୁରୁଣା ମିଟର ଜାଗାରେ ସ୍ମାର୍ଟ ମିଟର ଲଗେଇବା ପାଇଁ ଯୋଜନା କରୁଥିବା ବେଳେ ଏହା ଜାଣିବା ସହରବାସୀଙ୍କ ମଧ୍ୟରେ ତୀବ୍ର ବିରୋଧ ହେବା…