ସମ୍ବଲପୁରରେ ପ୍ରଣବଙ୍କ ଜୋରଦାର ପ୍ରଚାର, ‘ସମ୍ବଲପୁରବାସୀଙ୍କ ଅକୁଣ୍ଠ ସମର୍ଥନ ମିଳୁଛି

ସମ୍ବଲପୁର:ସମ୍ବଲପୁର ଲୋକସଭା ଓ ବିଧାନସଭା ଆସନ ଚଳିତ ନିର୍ବାଚନରେ ହଟ୍‌ ସିଟ୍‌ ରୂପେ ପରିଗଣିତ ହେଉଥିବାବେଳେ ଜାତୀୟସ୍ତରରେ ମଧ୍ୟ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରୁଛି। ରାଜ୍ୟରେ ୨ ପ୍ରମୁଖ ଦଳ ବିଜେପି ଓ ବିଜେଡିର ହେଭିୱେଟ ନେତାମାନଙ୍କ ମଧ୍ୟରେ ଏଠାରେ ଲଢ଼େଇ…

ଛତିଶଗଡ ଓ ଓଡିଶା ସୀମାରେ ହୋଇଥିବା ଏକ ଏନକାଉଣ୍ଟରରେ ଜଣେ ପୁରୁଷ ନକ୍ସଲ ଙ୍କ ମୃତ୍ୟୁ

ପ୍ରେସମିଟ ରେ ସୂଚନା ଦେଲେ ଡିଆଇଜି ନବରଙ୍ଗପୁର ; (ବେଣୁଗୋପାଳ ରାଓ )ନିର୍ବାଚନ ପୂର୍ବରୁ ନବରଙ୍ଗପୁର ପୋଲିସ କୁ ସଫଳତା । ଓଡିଶା ସୀମାରେ ହୋଇଥିବା ଏକ ଏନକାଉଣ୍ଟରରେ ଜଣେ ପୁରୁଷ ନକ୍ସଲଙ୍କ ମୃତ୍ୟୁ ଘଟିଛି। ଏନେଇ ପ୍ରେସମିଟ ରେ ସୂଚନା…

ଶ୍ରୀ ନୀଳକଣ୍ଠଶ୍ୱର ମନ୍ଦିର ନିକଟରେ ଅଷ୍ଟ ପ୍ରହରୀ ନାମଯଜ୍ଞ

ନବରଙ୍ଗପୁର : (ବେଣୁଗୋପାଳ ରାଓ )ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ଶିରିଶି ଗ୍ରାମପଞ୍ଚାୟତ ଏକରୀ ଗ୍ରାମ ସ୍ଥିତ ଶ୍ରୀ ଶ୍ରୀ ନୀଳକଣ୍ଠଇଶ୍ଵ ମନ୍ଦିର ନିକଟରେ ଅଷ୍ଟ ପ୍ରହରୀ ନାମଯଜ୍ଞ ଅନୁଷ୍ଠିତ ହେଇଯାଇଛି ! ପ୍ରଥମ ଦିନ ଅଧିବାସ ଓ ନଦୀ ରୁ…

ନାମଙ୍କନ ପରେ ପ୍ରଚାର ମୈଦାନରେ ପ୍ରାର୍ଥୀ

ହରଭଙ୍ଗା – ( ଚିତ୍ତରଞ୍ଜନ ସିଂହ ) ବୌଦ୍ଧ ନିର୍ବାଚନ ମଣ୍ଡଳୀର ୩ ଦଳ ର ପ୍ରାର୍ଥୀ ଏବେ ଗାଁ କୁ ଗାଁ ବୁଲି ପ୍ରଚାର କରୁଛନ୍ତି । ଏହି କ୍ରମରେ ଆଜି ବୌଦ୍ଧ ବିଜେପି ବିଧାୟକ ପ୍ରାର୍ଥୀ ସରୋଜ କୁମାର…

ମୁନିଗୁଡାରେ ବିଜେଡିର ମିଶ୍ରଣ ପର୍ବ ଅନୁଷ୍ଠିତ, ଯୋଗ ଦେଉଛନ୍ତି ଯୁବ ଯୁବଗୋଷ୍ଠୀ

ମୁନିଗୁଡା : ( ରମାକାନ୍ତ ପୋଡାଲ )ରାୟଗଡା ଜିଲ୍ଲା ମୁନିଗୁଡାର ବିଜେଡି କାର୍ଯ୍ୟାଳୟ ପରିସରରେ ବିଜେଡି ବ୍ଲକ ସଭାପତି ରତନ ଲାଲ ଜୈନ ଓ ଜିଲ୍ଲା ସାଧାରଣ ସମ୍ପାଦକ ପୂର୍ଣଚନ୍ଦ୍ର ଗୌଡ଼ଙ୍କ ମିଳିତ ସଂଯୋଜନାରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି…

ଫୁଲବାଣୀରୁ ମୋଦୀଙ୍କ ଦମ୍ଭୋକ୍ତି : ଓଡ଼ିଶାରେ ହେବ ଡବଲ ଇଞ୍ଜିନ୍‌‌ ସରକାର

ହରଭଙ୍ଗା ( ଚିତ୍ତରଞ୍ଜନ ସିଂହ ) କନ୍ଧମାଳ ପହଞ୍ଚି ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଫୁଲବାଣୀଠାରେ ଥିବା କନ୍ଧମାଳ ଷ୍ଟାଡିୟମରେ ଆୟୋଜିତ ସମାବେଶରେ ଯୋଗ ଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି ମୋଦୀ।…