ନିରପେକ୍ଷ, ଓ ନିର୍ଭୟ ମତ ଦାନ କରିବା ପାଇଁ ପୋଲିସର ଫ୍ଲାଗ ମାର୍ଚ୍ଚ
ହରଭଙ୍ଗା ୧୬/୦୫ (ଚିତ୍ତ ରଞ୍ଜନ ସିଂ )ଆସନ୍ତା ୨୦ ତାରିଖରେ ହେବାକୁ ଥିବା ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବୌଦ୍ଧ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ନିର୍ଦେଶ ଓ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକଙ୍କ ପ୍ରତ୍ୟକ୍ଷ ତତ୍ଵାବଧାନରେ ମତଦାନକୁ ଶାନ୍ତି ଶୃଙ୍ଖଳାର ସହ ପରିଚାଳନା…