ବୌଦ୍ଧ ଆଦର୍ଶ କୃଷକ ବଜାର ଠାରେ ଜିଲ୍ଲା ସ୍ତରୀୟ ସମବାୟ ଉତ୍ସବ ମହାସମାରୋହ ରେ ପାଳିତ
ହରଭଙ୍ଗା (ଚିତ୍ତରଞ୍ଜନ ସିଂହ) ବୌଦ୍ଧ ଆଦର୍ଶ କୃଷକ ବଜାର ଠାରେ ଆନ୍ତର୍ଜାତୀୟ ସମବାୟ ବର୍ଷ,2025 ଅବସରରେ ଜିଲ୍ଲା ସ୍ତରୀୟ ସମବାୟ ଉତ୍ସବ ପାଳିତ ହୋଇଯାଇଛି l ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସୁବ୍ରତ କୁମାର ପଣ୍ଡା ଯୋଗ…