ପାଣିକୋଇଲି ଅଳଙ୍କାର ଦୋକାନ ଲୁଟ ଘଟଣା :-ଲୁଟେରାଙ୍କୁ ଗୋଡ଼ାଇ ଗୋଡ଼ାଇ ଗାଡ଼ିଆରେ ମାଡ଼ି ବସିଲେ ଲୋକେ
ଭୂବନେଶ୍ଵର : ଲୁଟ୍ କରିବା ପରେ ଦୋକାନକୁ ଗହଣା କିଣିବାକୁ ଆସିଥିବା ଜଣେ ବ୍ୟକ୍ତିଙ୍କ ବାଇକ୍ ଧରି ଚମ୍ପଟ ମାରୁଥିଲେ ୩ ଦୁର୍ବୃତ୍ତ। ଆଉ ସେମାନଙ୍କୁ କାର୍ରେ ପିଛା କରିଥିଲେ ଗହଣା ଦୋକାନର କର୍ମଚାରୀ ସୁନୀଲ୍ ରାୟ ଓ ତାଙ୍କ ସାଥୀ।ଆଜି…