ଶ୍ରୀ ସୂର୍ଯ୍ୟଦେବଙ୍କ ଓ ମାତା ଦୁର୍ଗା ଙ୍କର ମନ୍ଦିର ଓ ବିଗ୍ରହଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ
ଧର୍ମଗଡ଼ ତା ୧୦/୩(ହେମନ୍ତ କୁମାର ମାଝୀ)ଧର୍ମଗଡ ସ୍ଥିତ ସର୍ବ ପୂରାତନ ଶ୍ରୀ ବ୍ରଜମୋହନ ପଞ୍ଚଦେବ ମନ୍ଦିର ପରିସରରେ ନୂତନ ଭାବେ ନିର୍ମିତ ଶ୍ରୀ ସୂର୍ଯ୍ୟଦେବଙ୍କ ଓ ମାତା ଦୁର୍ଗା ଙ୍କର ମନ୍ଦିର ଓ ବିଗ୍ରହଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ ଆଜି ଶେଷ…