ବାଞ୍ଜିବାହାଲ ଗ୍ରାମରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ
ଭବାନୀପାଟଣା: (ଅର୍ଜୁନ ପଟ୍ଟନାୟକ) କଲାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ ଅନ୍ତର୍ଗତ ବାଞ୍ଜିବାହାଲ ଗ୍ରାମଠାରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ ହୋଇଯାଇଛି।ସ୍ଥାନୀୟ ଶ୍ରୀ ଶ୍ରୀ ରାଧାକୃଷ୍ଣ ମନ୍ଦିର ର ୫୦ ବର୍ଷ ପୁର୍ତ୍ତୀ ଅବସରରେ ଆୟୋଜିତ ଏହି ନାମଯଜ୍ଞ କାର୍ଯ୍ୟକ୍ରମ ବହୁ…