ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କର୍ମଶାଳା
ହରଭଙ୍ଗା: (ଚିତ୍ତରଞ୍ଜନ ସିଂହ): ହରଭଙ୍ଗା ବ୍ଲକ ଅନ୍ତର୍ଗତ ହରଭଙ୍ଗାସ୍ଥିତ ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳୀଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସରପଞ୍ଚ ତଥା ବନ୍ୟା ଆଶ୍ରୟସ୍ଥଳୀ ସଭାପତି ଶକୁନ୍ତଳା ବେହେରାଙ୍କ ଅଧ୍ୟକ୍ଷତାରେ ବନ୍ୟା ଆଶ୍ରୟସ୍ଥଳସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନା କର୍ମଶାଳା- ୨୦୨୫ ଅନୁଷ୍ଠିତ ହୋଇଯାଇଛି…