ଜଗନ୍ନାଥ ଚେତନା ପରିଷଦ ପକ୍ଷରୁ ଗୁଣ୍ଡିଚା ମହୋତ୍ସବ

ଯାଜପୁର : (ଆନନ୍ଦ ଚନ୍ଦ୍ର ସାହୁ )ଯାଜପୁର ଜଗନ୍ନାଥ ଚେତନା ପରିଷଦ ପକ୍ଷରୁ ଜଗନ୍ନାଥ ମନ୍ଦୀର ପରିସରରେ ଗୁଣ୍ଡିଚା ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ଜଗନ୍ନାଥ ଚେତନା ପରିଷଦ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଯାଜପୁର ବିଧାୟିକା…

ମୁମ୍ବାଇର ଖାରଘରଠାରେ ରଥଯାତ୍ରାର ଭବ୍ୟ ଆୟୋଜନ

ନଭି ମୁମ୍ବାଇ ୨୭/୦୬ ନଭି ମୁମ୍ବାଇର ଖାରଘରଠାରେ ଅବସ୍ଥିତ ଏକମାତ୍ର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ରଥଯାତ୍ରା ପର୍ବ ପାଳନ କରାଯାଇଛି । ମହାରାଷ୍ଟ୍ର ଓଡ଼ିଆ କଲ୍ୟାଣ ସଂଘ (ମୋୱା) ଦ୍ୱାରା ଆୟୋଜିତ ଏହି ଭବ୍ଯ ଓ ଦିବ୍ୟ ମହୋତ୍ସବକୁ କେନ୍ଦ୍ର କରି…

ନୋଏଡ଼ାର ସାଲାରପୁର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ରଥଯାତ୍ରା ପାଳନ

ନୋଏଡ଼ା: ୨୭.୦୬ ନୋଏଡ଼ାର ୧୦୧ ସେକ୍ଟର ସ୍ଥିତ ସାଲାରପୁର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ୨୪ତମ ରଥଯାତ୍ରା ଉତ୍ସବ ପାଳନ କରାଯାଇଛି। ଏହି ପବିତ୍ର ପାର୍ବଣ ଉପଲକ୍ଷେ ସମଗ୍ର ମନ୍ଦିର ପରିସରକୁ ସୁନ୍ଦର ଭାବରେ ସଜାଯାଇଥିବା ଦେଖାଯାଇଥିଲା। ବଢ଼ି ଭୋରରୁ ଚାରି ଦିଅଁଙ୍କ…

ବିଶାଖାପାଟଣା ଠାରେ ମହାସମାରୋହରେ ରଥଯାତ୍ରା ଆୟୋଜନ

ବିଶାଖାପାଟଣା : ୨୭.୦୬ ରିଖ ବିଶାଖାପାଟଣାର ଦଶପଲ୍ଲା ପାହାଡ଼ିରେ ଅବସ୍ଥିତ ଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ପର୍ବ ମହାସମାରୋହରେ ପାଲନ କରାଯାଇଛି। ମନ୍ଦିର ପରିଚାଳନା କମିଟି ଉତ୍କଳ ସାଂସ୍କୃତିକ ସମାଜ ଦ୍ୱାରା ଆୟୋଜିତ ଏହି ଭବ୍ୟ ମହୋତ୍ସବକୁ କେନ୍ଦ୍ର କରି ଭକ୍ତ…

ନୂଆଦିଲ୍ଲୀ ହାଉଜଖାସ ମନ୍ଦିରରେ ମହାସମାରୋହରେ ରଥଯାତ୍ରା ପାଳନ 

ନୂଆଦିଲ୍ଲୀ : ୨୭.୦୬ ରିଖ ; ନୂଆଦିଲ୍ଲୀର ହାଉଜଖାସ ଭିଲେଜ ସ୍ଥିତ ଜାତୀୟ ରାଜଧାନୀ କ୍ଷେତ୍ରର ସବୁଠୁ ବୃହତ ଜଗନ୍ନାଥ ମନ୍ଦିରରେ ୪୭ ତମ ରଥଯାତ୍ରା ଉତ୍ସବ ମହାସମାରୋହରେ ପାଳନ କରାଯାଇଛି। ଏହି ପବିତ୍ର ପର୍ବ  ଉପଲକ୍ଷେ ସମଗ୍ର ମନ୍ଦିର ପରିସରକୁ…

ରାୟପୁର ଜଗନ୍ନାଥ ମନ୍ଦିରରେ ମହାସମାରୋହରେ ରଥଯାତ୍ରା ଆୟୋଜନ

ରାୟପୁର :୨୭/୦୬ ଏଠାକାର ଗାୟତ୍ରୀ ନଗରସ୍ଥିତ ଛତିଶଗଡ଼ର ସର୍ବବୃହତ ଜଗନ୍ନାଥ ମନ୍ଦିରଠାରେ ରଥଯାତ୍ରା ଉତ୍ସବ ମହାସମାରୋହରେ ପାଳନ କରାଯାଇଛି। ମନ୍ଦିରରେ ବଢି ଭୋରରୁ  ବିଶେଷ ଅଭିଷେକ, ପୂଜାର୍ଚ୍ଚନା ଏବଂ ହୋମ ଯଜ୍ଞ ଆଦି କରାଯିବା ପରେ ଦିଅଁମାନଙ୍କୁ ରକ୍ତ ଚନ୍ଦନ, କେଶର,…

କେସିଙ୍ଗା ରେଳ ଷ୍ଟେସନ ରେ ଅଘଟଣ, ଅଳ୍ପକେ ବର୍ତିଲେ ଯାତ୍ରୀ

ଅମହଦାବାଦ୍ – ପୁରୀ ସୁପରଫାଷ୍ଟ ଏକ୍ସପ୍ରେସ ବଗିରେ ଲାଗିଲା ନିଆ  କେସିଙ୍ଗା : (ପ୍ରୀତେଶ ପଟେଲ)କଳାହାଣ୍ଡି ଜିଲ୍ଲା କେସିଙ୍ଗା ରେଳ ଷ୍ଟେସନ ରେ ଏକ ବଡ଼ ଅଘଟଣ ଘଟିଛି । ସୂଚନା ମୁତାବକ ଟ୍ରେନ ନଂ – ୧୨୮୪୪ ଅମହଦାବାଦ୍ ରୁ…

କେସିଙ୍ଗା ରେ ଧୁମ୍ ଧାମ୍ ରେ ପାଳିତ ହେଲା ମହାପ୍ରଭୁ ଙ୍କ ରଥଯାତ୍ରା

କେସିଙ୍ଗା ( ପ୍ରୀତେଶ ପଟେଲ)କଳାହାଣ୍ଡି ଜିଲ୍ଲା କେସିଙ୍ଗା ସହରରେ ଧୁମ୍ ଧାମ ରେ ରଥ ଯାତ୍ରା ପାଳିତ ହୋଇଯାଇଛି । ରଥଯାତ୍ରା ରେ ସକାଳୁ ଚତୁର୍ଦ୍ଧା ମୂର୍ତ୍ତିଙ୍କୁ ସେବାୟତଙ୍କ ଦ୍ବାରା ସମସ୍ତ ଦେବକାର୍ଯ୍ୟ ସମ୍ପନ୍ନ କରିବା ପରେ ଅପରାହ୍ନ ୪ ଟା…

କାମରେ ଆସୁନି ଗୋଷ୍ଠି ପରିସ୍ରା ଗାର,ଦୁର୍ଗନ୍ଧ ର ବାସ ଛୁଟୁଛି,ବ୍ୟବହାର ପରେ ନାହିଁ ପାଣିର ସୁବିଧା

କେସିଙ୍ଗା (ପ୍ରୀତେଶ ପଟେଲ)କଳାହାଣ୍ଡି ଜିଲ୍ଲା କେସିଙ୍ଗା ସହରରେ ନିତିଦିନ ହଜାର ହଜାର ଲୋକେ ସହରକୁ ନିତିଦିନିଆ କର୍ମ ପାଇଁ ଆସୁଥିବା ବେଳେ ଲୋକେ ସହର ଭିତରେ ମଳ ତ୍ୟାଗ ନକରିବା ପାଇଁ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଜନସାଧାରଣ ଙ୍କ ପାଇଁ ଲକ୍ଷ୍ୟ…