କୋଶାଗୁମୁଡ଼ାରେ ଜିଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣି ଶିବିର
ନବରଙ୍ଗପୁର ତା୨୮.୦୭ଆଜି କୋଶାଗୁମୁଡ଼ା ପଂଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ଼ ମହେଶ୍ବର ସ୍ୱାଇଁ ଏବଂ ଆରକ୍ଷୀ ଅଧିକ୍ଷକ ମଡକର୍ ସନ୍ଦୀପ ସମ୍ପତଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ତପନ…