ବେଲଗୁଣ୍ଠା ସ୍ୱାମୀ ବିବେକାନନ୍ଦ ଶିଶୁ ବିଦ୍ୟା ମନ୍ଦିରରେ ରକ୍ଷା ବନ୍ଧନ ଉତ୍ସବ ପାଳିତ
ବୃକ୍ଷକୁ ରାକ୍ଷୀ ବାନ୍ଧିଲେ ଛାତ୍ର ଛାତ୍ରୀ ବେଲଗୁଣ୍ଠା: ୦୯/୦୮,ଆଜି ପବିତ୍ର ଗହ୍ମା ପୂର୍ଣ୍ଣମୀ ଅବସରରେ ବେଲଗୁଣ୍ଠା ସ୍ୱାମୀ ବିବେକାନନ୍ଦ ଶିଶୁ ବିଦ୍ୟା ମନ୍ଦିରରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଅନୁଷ୍ଠାନ ସମ୍ପାଦକ ସୁଶାନ୍ତ କୁମାର ବେହେରା…