ବସୁନ୍ଧରା ଯୋଜନା ରେ ଘର ଡିହ ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମ
ଧର୍ମଗଡ଼: ୬/୧୦( ହେମନ୍ତ କୁମାର ମାଝୀ)ଧର୍ମଗଡ଼ ବ୍ଲକ ବେହେରା- ଧଅରପୁର ରାଜସ୍ୱ ନିରୀକ୍ଷକ ଅଧିନ ବିଭିନ୍ନ ଗ୍ରାମ ର ହିତାଧିକାରୀ ଙ୍କୁ ଘରଡିହ ପଟ୍ଟା ବଣ୍ଟନ ହୋଇ ହୋଇଯାଇଛି।ଏହି ଅବସରରେ ବେହେରା ସ୍ଥିତ ରାଜସ୍ୱ ନିରୀକ୍ଷକ ଙ୍କ କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ…