ଭୁବନେଶ୍ବର: ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ଅରିନ୍ଦମ ରାୟ ଶୁକ୍ରବାର  ଦଳରୁ ଇସ୍ତଫା ଦେଇଛନ୍ତି। ସାଧାରଣ ସମ୍ପାଦକ ପଦ ସହ ଦଳର ପ୍ରାଥମିକ ସଦସ୍ୟ ପଦରୁ ଅରିନ୍ଦମ ଇସ୍ତଫା ଦେଇଛନ୍ତି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ସେ ନିଜ ଇସ୍ତଫାପତ୍ର ପଠାଇ ଦେଇଛନ୍ତି। ଦଳର ସାଧାରଣ ସଂପାଦକ ପଦ ସହିତ ପ୍ରାଥମିକ ସଦସ୍ୟ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ଅପରପକ୍ଷେ  ସେ ବିଜେପିରେ ଯୋଗ ଦେଇ ଥିବା ସୂଚନା ମିଳିଛି