ବୌଦ୍ଧ ( ଚିତ୍ତରଞ୍ଜନ ସିଂହ ) ବୌଦ୍ଧ ଭିଜିଲାନ୍ସ ଜାଲରେ ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଶିକ୍ଷାଧିକାରୀ ଙ୍କ କାର୍ଯ୍ୟାଳୟର ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ, ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ରଙ୍ଗେ ହାତ ଧରିଲା ବୌଦ୍ଧ ଭିଜିଲାନ୍ସ ।

ଶିକ୍ଷୟତ୍ରୀ ଅନୁଷୟା ନାୟକ ଙ୍କ ପ୍ରୋସିଡ଼ିଙ୍ଗ ଫାଇଲ କ୍ଲିଅର କରିବା ପାଇଁ ୪୦ ହଜାର ଟଙ୍କା ଡିମାଣ୍ଡ କରୁଥିବାରୁ ସେ ବୌଦ୍ଧ ଭିଜିଲାନ୍ସ ର ଦ୍ବାରସ୍ଥ ହୋଇଥିଲେ । ଆଜି ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଧରିଲା ବୌଦ୍ଧ ଭିଜିଲାନ୍ସ ।