Skip to content
ଗାଁର ସାହସୀ ଝିଅ, ଗାଁର ସୁନା ଝିଅ, ଖଣ୍ଡମଣ୍ଡଳର ପରିଚିତ ଚେହେରା ଯେତେବେଳେ ପେଟ୍ରୋଲ ନିଆଁରେ ଜଳି ଜୀବନ ପାଇଁ ମୃତ୍ୟୁ ସହ ସଂଘର୍ଷ କରୁଥିଲା ସେତେବେଳେ ସାରା ଅଞ୍ଚଳର ଲୋକେ ତା ପାଇଁ ପ୍ରାର୍ଥନା କରିଥିଲେ
July 15, 2025 10:32:55
ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ସୌମ୍ୟାଶ୍ରୀଙ୍କର ଅନ୍ତିମ ସଂସ୍କାର ନିଜ ଜନ୍ମମାଟି ପଳାସିଆରେ ସଂପନ୍ନ ହୋଇଛି। ପଞ୍ଚଭୂତରେ ଲୀନ ହୋଇଛନ୍ତି ସୌମ୍ୟାଶ୍ରୀ ବିଶି। ଅଶ୍ରୁଳ ବିଦାୟ ଦେଲେ ହଜାର ହଜାର ଲୋକ
July 15, 2025 10:31:52