ମା’ବୁଢୀଦେବୀଙ୍କ ଚଣ୍ଡୀଯଜ୍ଞ ଓ ଶନିଶ୍ଚର ମହାଗ୍ରହ ଯଜ୍ଞ ଉପଲକ୍ଷେ କଳସଯାତ୍ରା
ଢେଙ୍କାନାଳ:୧୭/୫ : ଢେଙ୍କାନାଳ ସହର ଜୁବୁଲିଟାଉନ୍ସ୍ଥିତ ମା ବୁଢୀ ଦେବୀଙ୍କର ବିଜୟସ୍ଥଳୀରେ ମା’ ବୁଢୀଦେବୀଙ୍କ ଚଣ୍ଡୀଯଜ୍ଞ ସହିତ ଶନିଶ୍ଚର ମହାଗ୍ରହ ଯଜ୍ଞ ୧୭ ତାରିଖ ଠାରୁ ଆରମ୍ଭ ହୋଇ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ସପ୍ତଦିନ ବ୍ୟାପୀ ଅନୁଷ୍ଠିତ ହେବ ।…