ପୁରୁଣାକଟକ ପୋଲିସ ପକ୍ଷରୁ ଫ୍ଲାଗମାର୍ଚ୍ଚ
ହରଭଙ୍ଗା: ୭/୫ (ଚିତ୍ତ ରଞ୍ଜନ ସିଂ )ଆଗାମୀ ୨୦୨୪ ସାଧାରଣ ନିର୍ବାଚନକୁ ଦୃଷ୍ଟି ରେ ରଖି ହରଭଙ୍ଗା ବ୍ଲକ ର ପ୍ରମୁଖ ସ୍ଥାନରେ ପୁରୁଣାକଟକ ପୋଲିସ ପ୍ରଶାସନ ପକ୍ଷରୁ ଫ୍ଲାଗମାର୍ଚ୍ଚ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଉକ୍ତ କାର୍ଯ୍ୟକ୍ରମ ପୁରୁଣାକଟକ ଥାନା ଅଧିକାରୀ ସାରଦା…