ପ୍ରଧାନମନ୍ତ୍ରୀ ବିଶ୍ଵକର୍ମା ଯୋଜନା ଲୋକାର୍ପଣ ଉତ୍ସବରେ ଯୋଗଦେଲେ ସାଂସଦ,ବିଜେପି କାର୍ଯ୍ୟାଳୟ ଉଦଘାଟିତ
ଟିଟିଲାଗଡ:(ସଞ୍ଜୟ କୁମାର ନାୟକ)ସେପ୍ଟେମ୍ବର ୧୭ ତାରିଖ ଅର୍ଥାତ ଆଜି ଭାରତର ଯଶସ୍ଵି ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କ ଜନ୍ମ ଦିନ। ଏହି ଦିବସକୁ ପାଳନ କରିବା ସହ ଆଜିର ବିଶ୍ଵକର୍ମା ଜୟନ୍ତି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ଶ୍ରମିକ ମାନଙ୍କ କଲ୍ୟାଣ ନିମନ୍ତେ…