ପଲସାଗୋରା ଠାରେ ବିଜେପିର ବିଶାଳ ଜନସମାବେଶ ସହିତ ମିଶ୍ରଣ ପର୍ବ

ବୌଦ୍ଧ (ଚିତ୍ତରଞ୍ଜନସିଂ) ବୌଦ୍ଧ ଜିଲ୍ଲା କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ପଲସାଗୋରା ମକର ପଡିଆରେ ବିଜେପିର ବିଶାଳ ଜନସମାବେଶ ସହିତ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି l ସମାବେଶ ଓ ମିଶ୍ରଣ ପର୍ବରେ ମାନ୍ୟବର କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ … Continue reading ପଲସାଗୋରା ଠାରେ ବିଜେପିର ବିଶାଳ ଜନସମାବେଶ ସହିତ ମିଶ୍ରଣ ପର୍ବ