ବେନକେରା ଆଦିବାସୀ କପ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ

ଖପ୍ରାଖୋଲ ୧୮/୨( ତାପସ ରଞ୍ଜନ ବେହେରା) ଖପ୍ରାଖୋଲ ବ୍ଲକ୍ ଧଣ୍ଡାମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ବେନକେରା ଠାରେ ଚାଲିଥିବା ଦଶମ ଆଦିବାସୀ କପ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି । ଏହି ଅବସରରେ ଫାଇନାଲ ଖେଳ ଜଳିଆବାହାଲ ଓ ମରୁଆଁ ମଧ୍ୟରେ … Continue reading ବେନକେରା ଆଦିବାସୀ କପ୍ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ