ଭବାନୀପାଟଣା ଠାରେ ଜିଲ୍ଲା ସ୍ତରୀୟ ବାର୍ଷିକ ନିଯୁକ୍ତି ମେଳା ଅନୁଷ୍ଠିତ
ଭବାନୀପାଟଣା : ୧୫/୧୨(ନରେନ୍ଦ୍ର ନେଗୀ)ଆଜି ଭବାନୀପାଟଣା ସ୍ଥିତ ଡି ଆଇ ଇ ଟି ସ୍କୁଲ ପଡିଆ ରେ ଜିଲ୍ଲା ପ୍ରଶାସନ ଓ ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣ ଅନୁକୂଲ୍ୟ ରେ ଜିଲ୍ଲା ସ୍ତରୀୟ ନିଯୁକ୍ତି ମେଳା ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ…