ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦଯାପିତ
ରାୟଗଡ଼: (ରାମାକାନ୍ତ ପୋଡାଳ )ଜି.ସି. ଡି .ପଡ଼ିଆରେ ଗତ ଶନିବାର ଠାରୁ ଆରମ୍ଭ ହୋଇଥିବା ଦୁଇ ଦିନିଆ ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଆନୁଷ୍ଠାନିକ ଭାବେ ଉଦଯାପିତ ହୋଇଯାଇଛି।ଏହି ଉଦଯାପନୀ ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ଶ୍ରୀମତି…