ସ୍ୱଛାସେବୀ ଅନୁଷ୍ଠାନ ମାନଙ୍କର ସମନ୍ବୟ ସଭା ଅନୁଷ୍ଠିତ
ପୁରୀ ୯/୫ (ମନୋଜ କୁମାର ବଳୀୟାରସିଂ)ରଥଯାତ୍ରାରେ ସ୍ୱଛାସେବୀ ମାନଙ୍କର ସେବା ଅନନ୍ୟ ଓ ପ୍ରଶଂସନୀୟ।ବର୍ଷ ପରେ ବର୍ଷ ସେମାନେ ମହାପ୍ରଭୁଙ୍କ ପ୍ରତି ସେବା ଓ ସମର୍ପଣ ରଖି ଶ୍ରଦ୍ଧାଳୁ ମାନଙ୍କୁ ସହାୟତା ଯୋଗାଇ ଆସୁଛନ୍ତି। ଚଳିତ ରଥଯାତ୍ରା ରେ ମଧ ଅନୁରୂପ…