କେବେ କାର୍ଯ୍ୟକ୍ଷମ ହେବ ଖପ୍ରାମାଲ ବିଜୁ ସେତୁ, ନିର୍ମାଣ ଅବଧି ର ୨ବର୍ଷ ବିତିଲା,ତଥାପି ହୋଇନି କାର୍ଯ୍ୟକ୍ଷମ

ଧର୍ମଗଡ଼ : ୧/୨( ହେମନ୍ତ କୁମାର ମାଝୀ)ରାଜ୍ୟ ସରକାର ଗମନାଗମନ କ୍ଷେତ୍ରରେ ଜନ ସାଧାରଣ ଙ୍କୁ ସୁବିଧା ଯୋଗାଇ ଦେବାକୁ ସଡକ ସହ ବିଜୁ ସେତୁ ନିର୍ମାଣ କରି ଗ୍ରାମାଞ୍ଚଳରେ ଗମନାଗମନ କୁ ସରଳିକରଣ କରିବାକୁ ପ୍ରୟାସ ଜାରି ରଖିଥିବା ବେଳେ…

ବୌଦ୍ଧରେ ନୂତନ ଜିଲ୍ଲାପାଳଙ୍କ ଦାୟିତ୍ୱ ଗ୍ରହଣ

ହରଭଙ୍ଗା : (ଚିତ୍ତରଞ୍ଜନସିଂ)ବୌଦ୍ଧର ନୂତନ ଜିଲ୍ଲାପାଳ ଭାବେ ଭାରତୀୟ ପ୍ରଶାସନିକ ସେବାର ଅଧିକାରୀ ଜେ. ସୋନାଲ ଦାୟିତ୍ୱ ଗ୍ରହଣ କରିଛନ୍ତି । ବିଦାୟୀ ଜିଲ୍ଲାପାଳ ନୃସିିଂହ ଚରଣ ସ୍ୱାଇଁଙ୍କ ଠାରୁ ଦାୟିତ୍ୱ ଗ୍ରହଣ ପରେ ଶ୍ରୀ ସୋନାଲ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିଭିନ୍ନ୍‌…

ଟିଟିଲାଗଡରେ ନୂତନ ଥାନାଧିକାରି ଭାବେ ଯୋଗ ଦେଲେ ଅବନି ସାହୁ

ଟିଟିଲାଗଡ: ( ସଞ୍ଜୟ କୁମାର ନାୟକ)ବୁଧୁବାର ସଂଧ୍ୟାରେ ଟିଟିଲାଗଡ଼ର ନୂତନ ଥାନାଧିକାରୀ ଭାବେ ଶ୍ରୀଯୁକ୍ତ ଅବନି ସାହୁ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏହା ପୁର୍ବରୁ ସେ ସଇଁତଳା ଥାନା ଅଧିକାରୀ ଭାବେ କାର୍ଯ୍ୟ କରୁଥିଲେ, ପ୍ରକାଶ ଯୋଗ୍ୟ ଯେ ଶ୍ରୀ ସାହୁ…

କୁରସୁଡ଼ ଉଚ୍ଚ ବିଦ୍ୟାଳୟ ଠାରେ ବାର୍ଷିକ ଉତ୍ସବ ଅନୁଷ୍ଠିତ

ଟିଟିଲାଗଡ଼: ( ସଞ୍ଜୟ କୁମାର ନାୟକ)ବଲାଙ୍ଗିର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ବ୍ଲକ ଅନ୍ତର୍ଗତ କୁରସୁଡ ଗ୍ରାମର ଶ୍ରୀଜଗନ୍ନାଥ ନୋଡାଲ ଉଚ୍ଚ ବିଦ୍ୟାଳୟର ୪୨ ତମ ବାର୍ଷିକ ମହୋତ୍ସବ ପାଳିତ ହୋଇଯାଇଛି। ଉକ୍ତ ଉତ୍ସବରେ ସ୍ଥାନିୟ ଗ୍ରାମ ପଞ୍ଚାୟତର ସରପଞ୍ଚ ପ୍ରତିନିଧି ଶ୍ରୀଯୁକ୍ତ…

ଶଗଡ଼ଘାଟ ଉନ୍ନିତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା

ଟିଟିଲାଗଡ଼: (ସଞ୍ଜୟ କୁମାର ନାୟକ)ଟିଟିଲାଗଡ ନିକଟସ୍ଥ ଶଗଡ଼ଘାଟ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଅମରେନ୍ଦ୍ର ହୋତା ଅବସର ଗ୍ରହଣ କରିଛନ୍ତି। ସେ ପ୍ରଧାନ ଶିକ୍ଷକ ଭାବରେ ସେପ୍ଟେମ୍ବର ୨୦୨୨ ମସିହାରେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ଦୀର୍ଘ ୩୦ ବର୍ଷ…

ବେଲଗୁଣ୍ଠା ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଅତ୍ମ ରକ୍ଷା ତାଲିମ ଶିବିର ଉଦଯାପନୀ ଉତ୍ସବ

ବେଳଗୁଣ୍ଠା : (ସୁଶାନ୍ତ କୁମାର ବେହେରା ) ଆଜି ବେଳଗୁଣ୍ଠା ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ଆତ୍ମ ରକ୍ଷା ତାଲିମ ଶିବିର ର ଉଦଯାପନୀ ଉତ୍ସବ କାର୍ଯ୍ୟକ୍ରମ ସଂଯୋଜିକା ଗିତାଶ୍ରୀ ସାମନ୍ତ ଙ୍କ ସଂଯୋଜନା ରେ ଅନୁଷ୍ଠିତ ହୋଈ ଯାଇଅଛି।…

ଜି.ଏମ୍.ଆର୍ କମଳାଙ୍ଗ ଏନର୍ଜୀ ଲିଂ ଦ୍ୱାରା ଠିକାଦାରମାନେ ଶୋଷିତ

ଢେଙ୍କାନାଳ : ୩୧/୧(ଶୁଭମ ପାଣି ) ଢେଙ୍କାନାଳ ଜିଲ୍ଲାରେ ଅବସ୍ଥିତ ଜି.ଏମ୍.ଆର୍ କମଳାଙ୍ଗ ଏନର୍ଜୀ ଲିଂ ଦ୍ୱାରା ସଂଶ୍ଳିଷ୍ଟ ଠିକାଦରମାନେ ଶୋଷିତ ହୋଇଛନ୍ତି ବୋଲି ଜିଲ୍ଲାପାଳ ମନୋରଞ୍ଜନ ମଲ୍ଲିକ ଓ ଆରକ୍ଷୀ ଅଧିକ୍ଷକ ସନ୍ଦୀପ୍ ସମ୍ପଦଙ୍କୁ ଭେଟି ଏକ ଅଭିଯୋଗ ପତ୍ର…

ଦୁବାର ଆନ୍ଦୋଳନ ପାଇଁ ଜିଲ୍ଲା ସ୍ତ ସ୍ତରରେ ପ୍ରସ୍ତୁତି ଢେଙ୍କାନାଳ ଜିଲ୍ଲାସ୍ତରରେ ଆନ୍ଦୋଳନ ପାଇଁ ସଜବାଜ

ଢେଙ୍କାନାଳ: ୩୧/୧(ଶୁଭମ ପାଣି )ଜିଲ୍ଲା ଓଷ୍ଟା ସଂଘର କାର୍ଯ୍ୟାଳୟ ଠାରେ ଜିଲ୍ଲା କନ୍‌ଭେନ୍‌ସନ୍ ଗତ ବୁଧବାର ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ସଂଘର କାର୍ଯ୍ୟକାରୀ ସଭାପତି ପିତାମ୍ବର ଦାଶ ସଭାକାର୍ଯ୍ୟ ପରିଚାଳନା କରିଥିଳେ ଥିଲେ । ଜିଲ୍ଲାର ଆଠ ଗୋଟି ବ୍ଳକ୍‌ରୁ…

ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବା ଶୁଭାରମ୍ଭ

ଢେଙ୍କାନାଳ : ( ଶୁଭମ ପାଣି )ଆଜି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ, ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ବସ୍ ସେବାର ଶୁଭାରମ୍ଭ କରିଛନ୍ତି । ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଢେଙ୍କାନାଳ ଜିଲ୍ଲାବାସୀଙ୍କୁ ଶୁଭେଚ୍ଛା ଜଣାଇ ନିଜର ଖୁସି ବ୍ୟକ୍ତ…

ବେଳଗୁଣ୍ଠା ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ନୂଆଁ ଓ ଜଗନ୍ନାଥ ଭାଷା ଓ ସଂସ୍କୃତି ସମ୍ମିଳନୀ

ବେଲଗୁଣ୍ଠା :୩୦ /୦୧  (ସୁଶାନ୍ତ କୁମାର ବେହେରା ) ଆଜି ବେଳଗୁଣ୍ଠା ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ନୂଆଁ ଓ ଜଗନ୍ନାଥ ସଂସ୍କୃତି ଭାଷା ସମ୍ମିଳନୀ ଅନୁଷ୍ଠାନ ର ଅଧ୍ୟକ୍ଷା ଡକ୍ଟର ସଂଯୁକ୍ତା ପଣ୍ଡା ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ…