ଗୋତୋମୁଣ୍ଡା ଓ ମୋଟେର ପଞ୍ଚାୟତ ରେ ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ
ଧର୍ମଗଡ଼: (ହେମନ୍ତ କୁମାର ମାଝୀ)ରାଜ୍ୟ ସରକାର ଗ୍ରାମାଞ୍ଚଳରେ ଓଡ଼ିଶା ସରକାରଙ୍କ ଲୋକାଭିମୁଖୀ ଯୋଜନା ର ସଫଳ ରୂପାୟନ ଜନ ସାଧାରଣ ଙ୍କ ନିକଟରେ ପହଞ୍ଚାଇବା ପାଇଁ ଆରମ୍ଭ କରିଛନ୍ତି ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର।ଗୋତୋମୁଣ୍ଡା ପଞ୍ଚାୟତ…