ରେଙ୍ଗାଳପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୬୬ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ
କୋକସରା: ଜୟପାଟଣା ବ୍ଲକ ରେଙ୍ଗାଳପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୬୬ ତମ ବାର୍ଷିକ ଉତ୍ସବ ସୋମବାର ଦିନ ଅନୁଷ୍ଠିତ ହୋଇଯାଇଛି। ବାର୍ଷିକ ଉତ୍ସବ ର ଉଦଘାଟନୀ କାର୍ଯ୍ୟକ୍ରମ ସ୍କୁଲ କମିଟି ସଭାପତି ଉମା ଶଙ୍କର ଦୀପ ଙ୍କ ସଭାପତିତ୍ୱ ରେ ପ୍ରାରମ୍ଭ…