ରାମନଗୁଡା ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ
ରାମନଗୁଡା/ରାୟଗଡା:( ରାମାକାନ୍ତ ପୋଡାଳ )ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ରାମନଗୁଡା ବ୍ଲକ କାର୍ଯ୍ୟାଳୟ ପରିସରରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ସ୍ୱଧାଦେଵ ସିଂଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲ୍ଲାପାଳ ରାମେଶ୍ୱର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଅଭିଯୋଗ…