ଜିଲ୍ଲାସ୍ତରୀୟ କ୍ଷତ୍ରୀୟ ଖଣ୍ଡାୟତ ସମ୍ମିଳନୀ
ଢେଙ୍କାନାଳ:୧୯/୧୧ଗତକାଲି ପୂର୍ବାହ୍ନ ୧୦ ଘଟିକା ସମୟରେ ଢେଙ୍କାନାଳ ସହରସ୍ଥ ବାଣିଜ୍ୟ ଭବନ ଠାରେ ଢେଙ୍କାନାଳ ଜିଲ୍ଲା କ୍ଷତ୍ରୀୟ ଖଣ୍ଡାୟତ ମହାସଭା ଦ୍ବାରା ଆହୁତ ଏକ ଜିଲ୍ଲାସ୍ତରୀୟ କ୍ଷତ୍ରୀୟ ଖଣ୍ଡାୟତ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ସମ୍ମିଳନୀ ପ୍ରାରମ୍ଭରେ ଏହି ପରାକ୍ରମୀ ଓ…