ବିଜେଡିର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା,୯ ବିଧାନସଭା ପାଇଁ ପ୍ରାର୍ଥୀ ଘୋଷଣା

ଭୁବନେଶ୍ବର: ବିଜୁ ଜନତା ଦଳ ଆଜି  ତୃତୀୟ ପର୍ଯ୍ୟାୟରେ ୯ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ପ୍ରାର୍ଥୀ ଘୋଷଣା କରିଛି।ବିଜେଡି ପକ୍ଷରୁ ଘୋଷଣା କରାଯାଇଥିବା ତାଲିକା ଅନୁଯାୟୀ ରେଙ୍ଗାଲିରୁ ସୁଦର୍ଶନ ହରିପାଲ ଏବଂ ରାଉରକେଲାରୁ ଶାରଦା ନାୟକଙ୍କୁ ବିଜେଡି ଟିକଟ ପ୍ରଦାନ…