ମୋ ଜଙ୍ଗଲ ଜମି ଯୋଜନା ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ତଦାରଖ କମିଟି ବୈଠକ
ସୁବର୍ଣ୍ଣପୁର (ଅଜିତ କୁମାର ପୁଜାହାରୀ)ମୋ ଜଙ୍ଗଲ ଜମି ଯୋଜନା ଅନ୍ତର୍ଗତ ଜିଲ୍ଲା ସ୍ତରୀୟ ତଦାରଖ କମିଟି ବୈଠକ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀମତୀ ଅନ୍ୟା ଦାସ ଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଥିଲା । ବୈଠକରେ ମୋ ଜଙ୍ଗଲ ଜମି…