ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ଯାଳୟରେ ସରକାରୀ ଚାକିରିରୁ ଅବସର କାଳୀନ ସମ୍ବର୍ଦ୍ଧନା ସଭା
ନବରଙ୍ଗପୁର ୩୧/୦୭ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ପଦାଧିକାରୀ ଓ କର୍ମଚାରୀ ମାନଙ୍କ ତରଫରୁ ନବରଙ୍ଗପୁର ଜିଲ୍ଲାପାଳଙ୍କ କାର୍ଯ୍ଯାଳୟ ରେ କାର୍ଯ୍ୟରତ ବରିଷ୍ଠ ରାଜସ୍ୱ ସହାୟକ ସଂଗ୍ରାମ କେଶରୀ ପ୍ରଧାନଙ୍କ ସରକାରୀ ସେବା କାର୍ଯ୍ୟରୁ ଅବସର କାଳୀନ ସମ୍ବର୍ଦ୍ଧନା ଦିଆଯାଇଥିଲା l ନବରଙ୍ଗପୁର…