ଧର୍ମଗଡ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟ, ଯୁକ୍ତ ଦୁଇ ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା
ଧର୍ମଗଡ଼ : (ହେମନ୍ତ କୁମାର ମାଝୀ)ଧର୍ମଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଧର୍ମଗଡ଼ ର ଚଳିତ ବର୍ଷର ଯୁକ୍ତ ଦୁଇ ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ ସ୍ୱରୂପ ୮୩% ପାଶ ହାର ଅର୍ଜନ କରିଥିବା ବେଳେ ବିଦ୍ୟାଳୟ ର ଛାତ୍ରୀ ଝରଣା ମେହେର…