ଧାନ କ୍ରୟରେ ଅନିୟମିତତାର ସିବିଆଇ ତଦନ୍ତ ଦାବିରେ ରାଜ୍ୟପାଳଙ୍କୁ ଦାବିପତ୍ର
ଧର୍ମଗଡ଼: ( ହେମନ୍ତ କୁମାର ମାଝୀ)ରାଜ୍ୟରେ ଚାଷୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ଓ ଧାନ କ୍ରୟ ରେ ହେଉଥିବା ଅନିୟମିତତାର ସିବିଆଇ ତଦନ୍ତ ନିମନ୍ତେ ବିଜେପି କଳାହାଣ୍ଡି କୃଷକ ମୋର୍ଚ୍ଚା ପକ୍ଷରୁ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ୨୦୧୪ରେ…