ବିଜେଡିର ଲୋକସଭା ପ୍ରାର୍ଥୀ ଘୋଷଣା,ସମ୍ବଲପୁର ରୁ ପ୍ରଣବ ପ୍ରକାଶ ଦାସ
ଭୁବନେଶ୍ୱର: ଲୋକସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୯ଟି ଲୋକସଭା ଆସନ ପାଇଁ ନାମ ଘୋଷଣା କରାଯାଇଛି । ଭୁବନେଶ୍ୱର ଲୋକସଭା ଆସନରୁ ମନ୍ମଥ ରାଉତରାୟ…