ବିଧାୟକ ଓ ଜିଲ୍ଲାପାଳ ବାଣ୍ଟିଲେ ଅନ୍ନପ୍ରସାଦ
ବୌଦ୍ଧ (ଚିତ୍ତରଞ୍ଜନ ସିଂହ) ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଂଚାୟତ ଲୋକକଳା ଗ୍ରାମ ନାରାୟଣନଗର ଠାରେ ପ୍ରଭୁ ଶ୍ରୀଜଗନ୍ନାଥ ଓ ଶ୍ରୀରାମଙ୍କ ଯୁଗ୍ମ ମନ୍ଦିର ପ୍ରତିଷ୍ଠା ସହ ନୂତନ ବିଗ୍ରହ ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେଉଛି l ମନ୍ଦିର ନିର୍ମାଣ କମିଟି ରାଜେନ୍ଦ୍ର…