ଦଇତାପତି ସେବକ ଶ୍ରୀ ରାମକୃଷ୍ଣ ଦାସ ମହାପାତ୍ରଙ୍କୁ ଆଉ ଏକ କୈଫିୟତ୍ ତଲବ ନୋଟିସ ଜାରି
ପୁରୀ ; (ମନୋଜ କୁମାର ବଳୀୟାରସିଂ)ଦଇତାପତି ସେବକ ଶ୍ରୀ ରାମକୃଷ୍ଣ ଦାସ ମହାପାତ୍ରଙ୍କୁ ଆଉ ଏକ କୈଫିୟତ୍ ତଲବ ନୋଟିସ ଜାରି କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ l ନୋଟିସ ପାଇବାର 2 ଦିନ ମଧ୍ୟରେ କୈଫିୟତ୍ ଦାଖଲ କରିବାକୁ ସମୟ…