ଶେଷରେ ଆଖି ବୁଜିଲେ ବାଲେଶ୍ବର ଛାତ୍ରୀ

ଭୁବନେଶ୍ବର: ମୃତ୍ୟୁ ସହିତ ୬୦ ଘଣ୍ଟାର ଲଢ଼େଇ ପରେ ବାଲେଶ୍ବର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀ ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି। ଭୁବନେଶ୍ବର ଏମ୍‌ସ କର୍ତ୍ତୃପକ୍ଷ ତାଙ୍କୁ ସୋମବାର ବିଳମ୍ବିତ ରାତିରେ ମୃତ (କ୍ଲିନିକାଲ୍‌ ଡେଥ୍‌) ଘୋଷଣା କରିଛନ୍ତି। ପୀଡ଼ିତାଙ୍କ…