Skip to content
ଯାତ୍ରୀବାହୀ ଟ୍ରେନ୍ ସେବା ପାଇଁ ମୌଳିକ ଭଡ଼ା ବୃଦ୍ଧି ,ପାସେଞ୍ଜର ଟ୍ରେନ୍ର ସାଧାରଣ ଶ୍ରେଣୀରେ ୫୦୦ କିଲୋମିଟର ପର୍ଯ୍ୟନ୍ତ କୌଣସି ବୃଦ୍ଧି ହୋଇ ନାହିଁ। ତେବେ ୫୦୧ରୁ ୧୫୦୦ କିମି ଦୂରତା ପାଇଁ ୫ ଟଙ୍କା,୧୫୦୧ରୁ ୨୫୦୦ କିମି ପର୍ଯ୍ୟନ୍ତ ୧୦ ଟଙ୍କା ଏବଂ ୨୫୦୧ରୁ ୩୦୦୦ କିମି ଦୂରତା ପାଇଁ ୧୫ ଟଙ୍କା ବୃଦ୍ଧି
July 1, 2025 09:15:50
ମୃତ୍ତିକା ସଂରକ୍ଷଣ ଓ ଜଳଛାୟା ପ୍ରକଳ୍ପ ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗ୍ଙ୍କ କଳା ସାମ୍ରାଜ୍ୟର ଗୁମର ଖୋଲିଛି ଭିଜିଲାନ୍ସ,ଭୁବନେଶ୍ବରସ୍ଥିତ ସରକାରୀ କାର୍ଯ୍ୟାଳୟ, କଳାହାଣ୍ଡି ଓ ନବରଙ୍ଗପୁରସ୍ଥିତ ପୈତୃକ ଘର ଆଦି ୮ଟି ସ୍ଥାନରେ ଚଢ଼ଉ କରି ୨୦ କୋଟିରୁ ଊର୍ଧ୍ବ ଟଙ୍କାର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ
July 1, 2025 09:14:33