
କେସିଙ୍ଗା (ପ୍ରୀତେଶ ପଟେଲ )କଳାହାଣ୍ଡି ଜିଲ୍ଲା କେସିଙ୍ଗା ସହରରେ ଭାରତୀୟ ଜନତା ପାର୍ଟିର ତରଫରୁ ସେପ୍ଟେମ୍ବର ୧୭ ତାରିଖ ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ୭୫ ତମ ଜନ୍ମଦିବସରୁ ଅକ୍ଟୋବର ୨ ତାରିଖ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ “ସେବା ପକ୍ଷ ” ପାଳନ କରାଯାଉଛି
ଏହି ପରିପ୍ରେକ୍ଷୀରେ କେସିଙ୍ଗା ସଭାପତି ପିଙ୍କୁ ପରିଡ଼ା ଙ୍କ ନେତୃତ୍ବରେ ବୋରିଂଗପଦର ଗୋଶାଳା ପରିସରରେ “ଏକ ପେଡ ମା କେ ନାମ ” ବୃକ୍ଷରୋପଣ କାର୍ଯ୍ୟକ୍ରମ କରାଯାଇଥିଲା |
ଏହି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ଜିଲ୍ଲା ସମ୍ପାଦକ ସନ୍ତୋଷ ଦାସ, ଜିଲ୍ଲାଉପସଭାପତି ବିର୍ଦ୍ଧି ଜୈନ, ପୁର୍ବତନ ସଭାପତି ପ୍ରଶାନ୍ତ ବାନାର୍ଜୀ,ମଗନ ସିନ୍ଦୁର, ସମ୍ପାଦକ ଯୁଗଳ କିଶୋର ଦୀପ, , ସଚିନ ଜୈନ, କମଳାକାନ୍ତ ସାହୁ, ଯାଜ୍ଞସେନୀ ସାହୁ, ଲକ୍ଷ୍ମୀ ହେର୍ଣ୍ଣ| ,ଜୟନ୍ତୀ ଗହୀର, ମଞ୍ଜୁଳା ନାୟକ ଓ ସୁଶାନ୍ତ ସାହା |